ଶୋଭନା ମହାନ୍ତି ହେଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା, ୩ ବର୍ଷ ପାଇଁ ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ଶୋଭନା ମହାନ୍ତି ହେଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା । ମହିଳା କମିଶନ ଅଧ୍ୟକ୍ଷାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ ଜାରି ହୋଇଛି । ଏହାସହ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର  ।  ୩ ବର୍ଷ ପାଇଁ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଆଗାମୀ ଦିନରେ ,କ ଟିମ୍ ଗଠନ କରି ଓଡ଼ିଶା ଶିଶୁ ସୁରକ୍ଷା ଉପରେ କାର୍ଯ୍ୟ କରିବେ ବୋଲି କହିଛନ୍ତି ବବିତା ପାତ୍ର ।

Spread the love