ଆଜି ହରେକୃଷ୍ଣ ମହତାବଙ୍କ ୩୫ତମ ଶ୍ରାଦ୍ଧବାର୍ଷିକୀ

ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ୩୫ତମ ଶ୍ରାଦ୍ଧବାର୍ଷିକୀ ପାଳିତ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପରିସରରେ ମଧ୍ୟ ମହତାବଙ୍କ ଶ୍ରାଦ୍ଧବାର୍ଷିକୀରେ ସ୍ମୃତିଚାରଣ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସହ ବହୁ ବିଧାୟକ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।

Spread the love