ଭାରତୀୟ ବ୍ୟାଙ୍କ୍ଗୁଡ଼ିକଠାରୁ କୋଟି କୋଟି ଟଙ୍କା ଋଣ ନେଇ ପଳାତକ ଘୋଷିତ ହୋଇଥିବା ବିଜୟ ମାଲ୍ୟା ଆଜି ସକାଳେ ଏକ ଟୁଇଟ୍ କରିଛନ୍ତି। ସେଥିରେ ସେ ଦର୍ଶାଇଛନ୍ତି ଯେ ଭାରତରେ ଏବେ ସେ ଜଣେ ପୋଷ୍ଟର ବୟ। ଏହା ପ୍ରମାଣିତ ବି ହୋଇଛି। ଏହି ପ୍ରସଙ୍ଗରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଥା ବି ଉଲ୍ଲେଖ କରିଛନ୍ତି।
Post Views: 370