କଂଗ୍ରେସରେ ମିଶିଲେ ଓଡ଼ିଆ ସଙ୍ଗୀତକାର ଗୁଡ଼ଲି ରଥ ଏବଂ ପମି ମିଶ୍ର

କଂଗ୍ରେସରେ ମିଶିଲେ ବିଶିଷ୍ଟ ଓଡ଼ିଆ ସଙ୍ଗୀତକାର ଗୁଡ଼ଲି ରଥ ଏବଂ ଗାୟିକା ପମି ମିଶ୍ର । ରାଜ୍ୟ ପ୍ରଭାରୀ ଏ. ଚେଲ୍ଲା କୁମାର ଓ ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗ ଦେଲେ। ମୋ ବାପା ମଧ୍ୟ କଂଗ୍ରେସ ବିଧାୟକ ଥିଲେ । ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରାରୁ ଅନୁପ୍ରାଣିତ ହୋଇ ମୁଁ କଂଗ୍ରେସ ହାତ ଧରିଲି ବୋଲି ଗୁଡ଼ଲି ରଥ ପ୍ରତିକ୍ରିୟା ରଖିଛନ୍ତି।

Spread the love