ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା କରାଯାଇଛି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ ମୋଦି।

Spread the love