ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସାଂସଦ ଡାକ୍ତର ସମ୍ବିତ ପାତ୍ର ଓ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ସେ କହିଛନ୍ତି, ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁଙ୍କ କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଏବଂ ସମୃଦ୍ଧିରେ ଭରିଯାଉ। ଏଥିସହ ସାଂସଦ ଡାକ୍ତର ସମ୍ବିତ ପାତ୍ର ଓ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଅଛନ୍ତି
