ବାତ୍ୟା ‘ମୋନ୍ଥା’ ପାଇଁ ଖୋର୍ଦ୍ଧା ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି, ୨୮ ଓ ୨୯ ତାରିଖରେ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି । ବାତ୍ୟା ‘ମୋନ୍ଥା’ ପାଇଁ ଖୋର୍ଦ୍ଧା ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର । ୨୮ ଓ ୨୯ ତାରିଖରେ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର । ବାତ୍ୟା ମୋନ୍ଥା ପାଇଁ  ଖୋର୍ଦ୍ଧା ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି । ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ଯ ବନ୍ଦ ରହିବ ।  ଦୁଇ ଦିନ ଛୁଟି ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Spread the love