ରେଳବାଇ ଘୋଷଣା କଲା ନୂତନ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ, ଏହି ଟ୍ରେନଗୁଡ଼ିକୁ ହେଲା ବାତିଲ ଏବଂ ପୁନଃନିର୍ଦ୍ଧାରିତ

ଖୋର୍ଦ୍ଧା : ପାର୍ବଣ ଋତୁରେ ଯାତ୍ରୀଙ୍କୁ ସୁଗମ ଯାତ୍ରା ଅନୁଭବ ପ୍ରଦାନ କରିବା ଏବଂ ବର୍ଦ୍ଧିତ ଯାତ୍ରୀ ଭିଡ଼କୁ ପରିଚାଳନା କରିବା ପାଇଁ ରେଳବାଇ ନୂତନ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ପ୍ରଚଳନ କରିବାକୁ ଘୋଷଣା କରିଛି।

ପୂର୍ବତଟ ରେଳବାଇ ଜୋନର ଗୁରୁତ୍ୱପୂର୍ଣ୍ଣ ଷ୍ଟେସନଗୁଡ଼ିକୁ କଭର କରି ପାର୍ବଣ ଋତୁର ଚାହିଦା ଏବଂ ଯାତ୍ରୀଙ୍କ ସୁବିଧାକୁ ପୂରଣ କରିବା ପାଇଁ ରେଳବାଇ ଏହି ସ୍ୱତନ୍ତ୍ର ଟ୍ରେନ୍ ସେବାର ବ୍ୟବସ୍ଥା କରିଛି।

Spread the love