ଶିମିଳିପାଳରେ ଶୂନ ହୋଇଗଲା ପାରଦ, ଅସହ୍ୟ ଜାଡ଼ରେ ପ୍ରଭାବିତ ହେଇଛି ଜନଜୀବନ

ଭୁବନେଶ୍ବର: ମୟୂରଭଞ୍ଜ ଓ ଶିମିଳିପାଳରେ ଶୂନ ହୋଇଗଲା ପାରଦ । ଶିମିଳିପାଳରେ ଉପରବାରା କାମୁଡ଼ାରେ ଶୂନ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଚାହାଲାରେ ୨ ଡିଗ୍ରୀ,ବରେହିପାଣିରେ୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ମୟୂରଭଞ୍ଜର ଅନ୍ୟ ଅଞ୍ଚଳ ଗୁଡିକରେ ବି ପାରଦ ଖସିଛି । ଦିନ ହେଉ ଅବା ରାତି ଅସହ୍ୟ ଜାଡ଼ରେ ପ୍ରଭାବିତ ହେଇଛି ଜନଜୀବନ ।

Spread the love