୧୪ଟି ପୋଲିସ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଭଦ୍ରକ ଜିଲ୍ଲାର ଧାମରା ବନ୍ଦର ଠାରେ ଏକ ନୂତନ ଅପ୍ରବାସ କେନ୍ଦ୍ର (Immigration Check Post) ନିମନ୍ତେ ୧୪ଟି ପୋଲିସ ପଦବୀ ସୃଷ୍ଟି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ନୂତନ ପଦବୀ ଗୁଡ଼ିକୁ ଅନୁମୋଦନ  କରିଛନ୍ତି ।

Spread the love