ଆକ୍ସ ମୁଡ୍ ରେ ପାଣ୍ଡିଆନ୍, ଜିଲ୍ଲାପାଳଙ୍କୁ କାରଣ ଦର୍ଶାଅ ନୋଟିସ୍

 ଆକ୍ସ ମୁଡ୍ ରେ ୫-ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ୍ ।  ‘ମୋ ସରକାର’ କାର୍ଯ୍ୟକ୍ରମର ସ୍ଥିତି ପରଖୁଥିବା ପାଣ୍ଡିଆନ୍ ଙ୍କ ହାବୁଡ଼ରେ ପଡ଼ିଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ

Read more

୫ ଟ୍ରିଲିୟନ ୟୁଏଏସ ଡଲାର ଅର୍ଥନୀତି କରିବାରେ ତୈଳ ଓ ଗ୍ୟାସ୍ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ – ଧର୍ମେନ୍ଦ୍ର ପ୍ରଧାନ

ଭାରତକୁ ୨୦୨୪ ସୁଦ୍ଧା ୫ ଟ୍ରିଲିୟନ ଆମେରିକୀୟ ଡ଼ଲାର ଅର୍ଥନୀତିରେ ପରିଣତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚାଭିଳାଷୀ ଯୋଜନାରେ ଭାରତର ତୈଳ ଓ ଗ୍ୟାସ୍

Read more

ପଂଚାୟତରାଜ ମନ୍ତ୍ରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେପି

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଦେଖାଦେଇଛି । ବିଶେଷ କରି ସରକାରୀ ଅଫିସରମାନେ ଶାସକ ଦଳ ସହ ସଂପକ ଥିବା ଧନୀକ ବ୍ୟକ୍ତିମାନଙ୍କୁ ପକ୍କା ଘର

Read more