ରାଜ୍ୟ ସରକାରଙ୍କ ସହଯୋଗରେ ସ୍ୱତନ୍ତ୍ର ବିମାନରେ ଓଡିଶା ଫେରୁଛନ୍ତି ୩୫୦ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର, ୭/୦୬:  ରାଜ୍ୟ ସରକାରଙ୍କ ସହଯୋଗରେ  ଜମ୍ମୁ, କାଶ୍ମୀର ଏବଂ  ହିମାଚଳ ପ୍ରଦେଶରୁ ୩୫୦ ପ୍ରବାସୀ ଓଡ଼ିଆ ଫେରୁଛନ୍ତି। ଆଜି ଅପରାହ୍ନରେ ସେମାନେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ।

Read more

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୯ ଛୁଇଁଲା

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ଏହି ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା

Read more

ଆସନ୍ତା ୪୮ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ, ୬ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଆସନ୍ତା ୪୮ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ମୌସୁମୀ ବାୟୁ ସକ୍ରିୟ ହେବ ଏବଂ ଓଡିଶାକୁ

Read more

ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ , ୨୮୫୬ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

ଆଜି ରାଜ୍ୟରେ ଆଉ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ

Read more

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ଦ୍ବିତୀୟବର୍ଷର ପ୍ରଥମ କ୍ୟାବିନେଟ୍ ବୈଠକ ଆଜି ଅନୁଷ୍ଠିତ ହେବ। ଦିନ ସାଢେ ଗୋଟାଏରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ କ୍ୟାବିନେଟ୍

Read more

ଉତ୍ତମ ଭିତିଭୂମି ଓ ଯୋଗାଯୋଗ ଆଧାରରେ ରାଜ୍ୟର ଅର୍ଥନୀତିକୁ ଆଗେଇ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ/ଭୁବନେଶ୍ୱର,  ଓଡିଶାକୁ ଉତମ ଭିତିଭୂମି ଓ ଉତମ ଯୋଗାଯୋଗ ସୁବିଧା ମାଧ୍ୟମରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବା ଦିଗରେ ଆଗକୁ ନେବା ପାଇଁ ଗୁରୁତ୍ୱାରୋପ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

Read more

୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଫି ନ ବଢାଇବାକୁ କଲେଜମାନଙ୍କୁ କହିଲା ଏଆଇସିଟିଇ

ଅଲ ଇଣ୍ଡିଆ କାଉନସିଲ୍ ଫର୍ ଟେକ୍ନିକାଲ୍ ଏଜୁକେସନ୍ (AICTE)କୁ କରୋନା ମହାମାରୀ ସମୟରେ ପରୀକ୍ଷା କରିବା ନେଇ ବହୁ ଅଭିଯୋଗ ଆସିବାରେ ଲାଗିଛି |ଏଆଇସିଟିଇ ସଦସ୍ୟ ସଚିବ

Read more

ପ୍ରିୟଙ୍କା ଗାନ୍ଧୀଙ୍କ ନାମ ବଦଳାଇଲେ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ

ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ନେଇ ଆଜି କଡା ସମାଲୋଚନା କରିଛନ୍ତି | ସେ କହିଛନ୍ତି ଯେ କଂଗ୍ରେସର ସାଧାରଣ

Read more

8ରୁ ରାଜ୍ୟର ୨୨ଟି ସହରକୁ ଗଡ଼ିବ ସରକାରୀ ବସ୍‌

ରାଜ୍ୟର ସାଧାରଣ ଯାତ୍ରୀମାନଙ୍କ ପାଇଁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ସୋମବାରଠାରୁ ବସ ସେବା ଯୋଗାଇବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର କେବଳ ୬୬ଟି ରୁଟରେ ବସ

Read more

ମାଓନେତା ଡା. ଗଣନାଥ ପାତ୍ରଙ୍କ ପରଲୋକ

ବିଶିଷ୍ଟ ମାଓନେତା ତଥା ଚାଷୀମୂଲିଆ ଆଦିବାସୀ ସଂଘର ଉପଦେଷ୍ଟା ଡା. ଗଣନାଥ ପାତ୍ରଙ୍କର ଆଜି ସାରନଗରୀ ବାଲିଯୋଡି ଅବିନାଶପାଲିସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ

Read more