୧୮ ମାସରେ ଅତ୍ୟାଧୁନିକ ରୂପନେବ ବରମୁଣ୍ଡା ବସ୍ ଟର୍ମିନାଲ: ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୦/୧୨: ଭୁବନେଶ୍ବର ବରମୁଣ୍ଡା ବସ୍ଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍ଷ୍ଟାଣ୍ଡ। ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍ ଚଳାଚଳ କରିଥାଏ। ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ
Read more