ତାଳଚେର ସାର କାରଖାନାରେ ୟୁରିଆ ଉତ୍ପାଦନ ପାଇଁ ସ୍ୱତନ୍ତ୍ର ସବସିଡ଼ି ପଲିସିକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ – ଧର୍ମେନ୍ଦ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର – ଆତ୍ମନିର୍ଭର ଭାରତ ପୂରଣ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ତାଳଚେର ସାର କାରଖାନା(ଟିଏଫଏଲ)ରେ କୋଲ ଗ୍ୟାସିଫିକେସନ
Read more