ମାଲକାନଗିରିରୁ ଆରମ୍ଭ ହେବ BSKY ଡିଜିଟାଲ କାର୍ଡ ବଣ୍ଟନ, ଆସନ୍ତାକାଲି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସ୍ୱାସ୍ଥ୍ୟ କ୍ଷେତ୍ରରେ ଗରିବ ଜନତା ପାଇଁ ସବୁଠୁ ବଡ଼ ଯୋଜନା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା। ଲୋକଙ୍କୁ ବଣ୍ଟାଯିବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ।
Read more