ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର : ପ୍ରଫୁଲ୍ଲ ମଲ୍ଲିକ ବିଜେଡିରୁ ନିଲମ୍ବିତ । କାମାକ୍ଷାନଗର ପୂର୍ବତନ ବିଧାୟକ ପ୍ରଫୁଲ୍ଳ ମଲ୍ଲିକ ବିଜେଡିରୁ ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁଁ ତାଙ୍କୁ ବିଜେଡିରୁ ନିଲମ୍ବନ

Read more

ଏଥର ବାଲିଯାତ୍ରାର ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ’, ନଭେମ୍ବର ୫ରୁ ହେବ ଆରମ୍ଭ

କଟକ : ବଦଳିଲା ବାଲିଯାତ୍ରାର ନାଁ । ଏଥର ବାଲିଯାତ୍ରା ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ ୨୦୨୫’ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା ।

Read more

ପୋଲିସ ଏନକାଉଣ୍ଟର, ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ୨ ହାର୍ଡକୋର ମାଓବାଦୀ ନିହତ । ପୋଲିସ ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାର

Read more

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ସଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତ୍ତି ଅଞ୍ଚଳରେ

Read more

IAS ଅଫିସର ସ୍ତରରେ ଅଦଳବଦଳ, ବିଜୟ ଅମୃତ କୁଲାଙ୍ଗେ ହେଲେ ପଶୁପାଳନ ଓ ପ୍ରାଣୀ ଧନ ବିଭାଗର ନିର୍ଦ୍ଦେଶକ

ଭୁବନେଶ୍ୱର : IAS ଅଫିସର ସ୍ତରରେ ଅଦଳବଦଳ । ବିଜୟ ଅମୃତ କୁଲାଙ୍ଗେ ହେଲେ ପଶୁପାଳନ ଓ ପ୍ରାଣୀ ଧନ ବିଭାଗର ନିର୍ଦ୍ଦେଶକ । ଏଥିସହ ସେ ଓମଫେଡର

Read more

ମିରଟରୁ ବାଲେଶ୍ୱର ଜେଲକୁ ଆସିଲା ପାକିସ୍ତାନୀ ISI ଏଜେଣ୍ଟ

ବାଲେଶ୍ବର : ବାଲେଶ୍ବର ଜେଲକୁ ଆସିଲା ଟେରୋରିଷ୍ଟ ।  ମିରଟ ଜେଲରୁ ବାଲେଶ୍ୱର ଜେଲକୁ ଆସିଲା ପାକିସ୍ତାନୀ ISI ଏଜେଣ୍ଟ ଆସିଫ ଅଲ୍ଲୀ ।  ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ

Read more

ଭିଜିଲାନ୍ସ ଜାଲରେ ବାମରା ତହସିଲଦାର

ବାମରା : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ତହସିଲଦାର ।  ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରା

Read more

ବିଶ୍ୱ ଆତ୍ମହତ୍ୟା ନିରାକରଣ ଦିବସ ଅବସରରେ ସମ୍ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର : ବିଶ୍ୱ ଆତ୍ମହତ୍ୟା ନିରାକରଣ ଦିବସ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ

Read more

ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ର ନୂତନ ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ରେ ଏମ୍‌.ବିଏ(ଏଚଏମ୍‌) ଓ ବିଏଚ୍‌ଏମ୍ (ସିଟି)ର ନୂତନ ବର୍ଷ ୨୦୨୫-୨୦୨୭ ଓ୨୦୨୫-

Read more

ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ନ୍ୟାସ୍‌ନାଲ ମେଡିକାଲ ରେକର୍ଡସ ଦିବସ ପାଳିତ

ଭୁବନେଶ୍ୱର : ପୂର୍ବ ଭାରତର ଅଗ୍ରଣୀ କ୍ୱାର୍ଟରନାରୀ କେୟାର ହସ୍ପିଟାଲ୍ ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ବୁଧବାର ନ୍ୟାସ୍‌ନାଲ୍ ମେଡିକାଲ୍ ରେକର୍ଡସ ଦିବସ ପାଳିତ ହୋଇଯାଇଛି ।

Read more