ସମ୍ ହସ୍ପିଟାଲ କ୍ୟାମ୍ପସ – ୨ ପକ୍ଷରୁ ପିଙ୍କ ଅକ୍ଟୋବର କ୍ୟାମ୍ଫେନ୍ ଉଦ୍‌ଯାପିତ

ଭୁବନେଶ୍ୱର, ୩୦/୧୦: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ-୨ ଫୁଲନଖରାରେ ଦୀର୍ଘ ଏକ ମାସ ଧରି ଜାରି ରହିଥିବା ପିଙ୍କ ଅକ୍ଟୋବର କ୍ୟାମ୍ପେନ୍

Read more

ସୋଆ ଆଇବିସିଏସ୍ ପକ୍ଷରୁ ମାନସିକ ସ୍ୱାସ୍ଥ୍ୟ ଓ ନିଶାମୁକ୍ତି ସମ୍ପର୍କିତ କର୍ମଶାଳା

ଭୁବନେଶ୍ୱର, ଅକ୍ଟୋବର ୩୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ପକ୍ଷରୁୂ ମାନସିକ ସ୍ୱାସ୍ଥ୍ୟକୁ ନେଇ ସୋମବାର

Read more

ପୋଲିସ ଏସଆଇ ନିଯୁକ୍ତି ଜାଲିଆତି ଘଟଣା, ମୁକୁଳିଲେ ୧୧୪ ପରୀକ୍ଷାର୍ଥୀ

ବ୍ରହ୍ମପୁର: ପୋଲିସ ଏସଆଇ ନିଯୁକ୍ତି ଜାଲିଆତି ଘଟଣାରେ ମୁକୁଳିଲେ ପରୀକ୍ଷାର୍ଥୀ । ଦୀର୍ଘ ୧ ମାସ ପରେ ମଣ୍ଡଳ କାରାଗାରରୁ ବାହାରିଲେ ୧୧୪ ପରୀକ୍ଷାର୍ଥୀ ।  ଗତକାଲି ୧୧୪

Read more

ୟୁଜି/ପିଜି, ଦୁଇ ବର୍ଷିଆ ବିଏଡ ଓ ଏମଏଡ ପାଇଁ ସ୍ପଟ ନାମଲେଖା ଅବଧି ବୃଦ୍ଧି, ୩୦ ତାରିଖରେ ଭାଗ ନିଅନ୍ତୁ

ଭୁବନେଶ୍ୱର : ୟୁଜି/ପିଜି, ଦୁଇ ବର୍ଷିଆ ବିଏଡ ଓ ଏମଏଡ ଆଦି ପାଠ୍ୟକ୍ରମ ପାଇଁ ସ୍ପଟ ନାମଲେଖା ଅବଧି ବୃଦ୍ଧି । ୩୦ ତାରିଖ ସକାଳ ୧୦ଟାରୁ ଅପରାହ୍ଣ

Read more

ନଭେମ୍ବର ୧ରୁ ତହସିଲ ଅଫିସରେ ଜମି କିଣାବିକା, ପ୍ରଥମେ ୪୪ ଟି ତହସିଲ ଅଫିସରେ ହେବ ଆରମ୍ଭ

ଭୁବନେଶ୍ୱର : ନଭେମ୍ବର ୧ରୁ ତହସିଲ ଅଫିସରେ ହୋଇପାରିବ ଜମି କିଣାବିକା  । ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ। ପରେ ଡିସେମ୍ବରରେ ବାକି

Read more

ବ୍ରାଉସୁଗର କାରବାର ପାଇଁ ଚାରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡ ଶୁଣାଇଲେ ସ୍ବତନ୍ତ୍ର କୋର୍ଟ

ଭୁବନେଶ୍ୱର : ବ୍ରାଉନସୁଗର କାରବାର ପାଇଁ ୨୦ ବର୍ଷ ଜେଲ ଦଣ୍ଡ । ଚାରି ଜଣ ଅଭିଯୁକ୍ତଙ୍କୁ ସଜ୍ଜା ଶୁଣାଇଲେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଦୌରାଜଜ୍ । ୧୦ଜଣ

Read more

ଓଡ଼ିଶାରେ ହେବ ୯୨ ଟି ରେଳ ଓଭର୍‌ବ୍ରିଜ୍, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍‌ର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ ।  ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ

Read more

ଆଜି ଭକ୍ତ ପାଇବେ ଲିଙ୍ଗରାଜଙ୍କ ମହାପ୍ରସାଦ, ୨୪ ଘଣ୍ଟା ଧରି ଉପବାସ ରହିବା ପରେ ଆଜି ସବୁ ସ୍ବାଭାବିକ

ଭୁବନେଶ୍ବର: ଆଜି ଭକ୍ତ ପାଇବେ ଲିଙ୍ଗରାଜଙ୍କ ମହାପ୍ରସାଦ । ଗୋଟେ ଦିନର ଉପବାସ ପରେ ଆଜି ଲିଙ୍ଗରାଜଙ୍କ ପାଖରେ ଲାଗୁ ହେବ ମହାପ୍ରସାଦ । ହବିଶିଆଳି ପାଇପାରିବେ ଲିଙ୍ଗରାଜଙ୍କ ଅଭଡ଼ା । ଲିଙ୍ଗରାଜ ମନ୍ଦିର ରେ ୨୪ ଘଣ୍ଟା ଧରି ଉପବାସ ରହିବା ପରେ ଆଜି ଦେଉଳରେ ସବୁ ସ୍ବଭାବିକ ହୋଇଛି । ମନ୍ଦିରକୁ ଆସି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ମନ୍ଦିର ଟ୍ରଷ୍ଟି ସୁର ରାଉତରାୟ । ଏଥିପାଇଁ ପ୍ରଶାସନ ସଜାଗ ରହିବା ଦରକାର ବୋଲି ସେ କହିଛନ୍ତି ।  ସେଭଳି ଆଜି ସମୟ ଅନୁଯାୟ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ଚାଲିଛି । ସକାଳୁ ଦ୍ଵାରା ଫିଟା ନୀତି, ଦ୍ଵାରପାଳ ପୂଜା ସହ ମଙ୍ଗଳ ଆଳତୀ, ଅବକାଶ ନୀତି, ମାଘ ସ୍ନାନ ଆଦି ସରିଛି । ବର୍ତମାନ ମନ୍ଦିର ବେଢାରେ ଆରମ୍ଭ ହୋଇଛି କୋଠ ଭୋଗ ପ୍ରକ୍ରିୟା । ଆଜି ସମର୍ଥା ସେବାୟତ କାର୍ଯ୍ୟ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି । ଏନେଇ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି ।

Read more