ଗୃହପାଳିତ ପୋଷା ପ୍ରାଣୀଙ୍କ ଯତ୍ନ ନିମନ୍ତେ ସୋଆ ଆଇଭିଏସ୍‌ଏଏଚ୍‌ରେ ଖୋଲିଲା ସ୍ପା ଏବଂ ଗ୍ରୁମିଂ ସେଂଟର

ଭୁବନେଶ୍ୱର, ଡିସେମ୍ବର ୨୭: ଘରେ ରହୁଥିବା ଗେଲବସରିଆ ପୋଷା ପ୍ରାଣୀଙ୍କ ଉପଯୁକ୍ତ ଯତ୍ନ ଏବଂ ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍

Read more