ସ୍ଥାୟୀ ଖାଦ୍ୟ ସୁରକ୍ଷା ନିମନ୍ତେ କୃଷି ଓ ସହଯୋଗୀ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ଉପଯୋଗ ସୋଆରେ ଆନ୍ତର୍ଜାତିକ ସମ୍ମିଳନୀ ଉଦ୍ଘାଟିତ
ଭୁବନେଶ୍ୱର, ୧୦ ମାର୍ଚ୍ଚ: କୃଷି କ୍ଷେତ୍ରରେ ଉନ୍ନତ ଜ୍ଞାନ କୌଶଳ ଓ କୃତ୍ରିମ ବୁଦ୍ଧିମତାର ଉପଯୋଗ ହିଁ ଭବିଷ୍ୟତର ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ସ୍ଥାୟିତ୍ୱ ଆଣିପାରିବ ।
Read more