ବିଶିଷ୍ଟ ନ୍ୟୁରୋସର୍ଜନ୍ ପ୍ରଫେସର (ଡାକ୍ତର) ସୁରେଶ୍ୱର ମହାନ୍ତିଙ୍କ ପରଲୋକରେ ସୋଆ ମୁଖ୍ୟ କାର୍ଯ୍ୟାଳୟରେ ଶୋକସଭା
ଭୁବନେଶ୍ୱର : ବିଶିଷ୍ଟ ନ୍ୟୁରୋସର୍ଜନ ଓ ଶିକ୍ଷାବିତ୍ ପ୍ରଫେସର (ଡାକ୍ତର) ସୁରେଶ୍ୱର ମହାନ୍ତିଙ୍କର ଶୁକ୍ରବାର ପରଲୋକ ହୋଇଯାଇଛି । ସେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ
Read more