ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ
ଭୁବନେଶ୍ୱର : ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା ବିଷୟରେ ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
Read more