ମାନସିକ ରୋଗ ଚିକିତ୍ସା ନିମନ୍ତେ ଆଇଏମ୍ଏସ୍ ଆଣ୍ଡ୍ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା ଆରମ୍ଭ
ଭୁବନେଶ୍ୱର, ଅଗଷ୍ଟ ୨୦: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ଫୁଲନଖରାରେ ମାନସିକ ରୋଗ ବିଭାଗ ପକ୍ଷରୁ ଅତ୍ୟାଧୁନିକ ମୋଡିଫାଏଡ୍ ଇଲେକ୍ଟ୍ରୋକନଭଲସିଭ୍ ଥେରାପି
Read more