UAE : ଦୁବାଇ ରୋଡ୍ ଶୋରେ ୟୁଏଇ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ନିବେଶ ପାଇଁ ସବୁ ସୁବିଧା ଅଛି
ଦୁବାଇ/ଭୁବନେଶ୍ୱର : ଓଡ଼ିଶାର ଶିଳ୍ପ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ୟୁଏଇ ନିବେଶକମାନଙ୍କୁ ସହଭାଗୀ ହେବା ପାଇଁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁବାଇରେ ଆୟୋଜିତ
Read more