ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରଙ୍କ ସତର୍କ ସୂଚନା, ୧୭ ରୁ ୧୯ ତାରିଖ ସମୁଦ୍ରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ଭୁବନେଶ୍ୱର : ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶା ସରକାରଙ୍କ ବଡ଼ ସତର୍କ ସୂଚନା। ଆସନ୍ତା ନଭେମ୍ବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ଉପକୂଳ

Read more