ଯୁକ୍ତ ୩ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର   :  ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୩ ନାମଲେଖା ଅବଧି ବଢ଼ାଇ ଦିଆଯାଇଛି। ଅନ୍‌ଲାଇନ ସିଏଫ୍‌ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୧କୁ ବୃଦ୍ଧି କରାଯାଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ୭ରୁ ୧୧ ପର୍ଯ୍ୟନ୍ତ ଚାଲିବା ନେଇ ନିଷ୍ପତ୍ତି ନିଆଯାଇଥିବା ବେଳେ ଦ୍ୱିତୟ ପର୍ଯ୍ୟାୟ ନାମଲେଖା ୧୬ରୁ ୧୯ ପର୍ଯ୍ୟନ୍ତ ଚାଲିବ।

Spread the love