ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି

ରାଜ୍ୟରେ ଆଉ ୪ କରୋନା ପଜିଟିଭ  ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି। ଏନେଇ  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ ସାଇଟରେ ପ୍ରକାଶ ।

Spread the love