ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୫୬କୁ ବୃଦ୍ଧି

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ପଜିଟି ଭ ସଂଖ୍ୟା ୫୬ରେ ପହଁଚିଲା। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ୱେବସାଇଟ ପକ୍ଷରୁ ସୂଚନା ମିଳିଛି। ୧୮ଜଣ ସୁସ୍ଥ ହୋଇ ଫେରିଛନ୍ତି। ୩୭ଜଣ ବିଭିନ୍ନ ହସ୍ପିଟାଲ ରେ ଚିକିତ୍ସିତ ହେଉଛନ୍ତି। 

Spread the love