ବିଭାଗୀୟ ସ୍ଥାୟୀ କମିଟି-୭ଙ୍କର ପ୍ରଥମ ବୈଠକ

ଭୁବନେଶ୍ୱର: ଆଜି ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୩ରେ ବିଭାଗୀୟ ସ୍ଥାୟୀ କମିଟି-୭ଙ୍କର ପ୍ରଥମ  ବୈଠକ ବିଧାୟକ ଶ୍ରୀ ପ୍ରଦିପ କୁମାର ଅମାତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
ବୈଠକରେ କମିଟିର ଭବିଷ୍ୟତ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା  ହୋଇଥିଲା ।  ଏହି ବୈଠକରେ କମିଟିର ସଦସ୍ୟ, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀଙ୍କ ସମେତ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love