ରାଜ୍ୟରେ କରୋନା ନେଲା ଆଉ ୯ ଜୀବନ

ରାଜ୍ୟରେ କରୋନା ଯୋଗୁ ଆଉ  ୯  ଜୀବନ ଗଲା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୩୯୯ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Spread the love