୨ ପ୍ରତିଶତ ବଢ଼ିଲା ଡିଏ, ମହଙ୍ଗା ଭତ୍ତା ୫୮ ରୁ ୬୦ ପ୍ରତିଶତକୁ ବୃଦ୍ଧି ହେଲା

ଭୁବନେଶ୍ୱର : ୨ ପ୍ରତିଶତ ବଢ଼ିଲା ଡିଏ ।  ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି ।  ପେନସନ୍ ଭୋଗୀଙ୍କ ଟି.ଆଇ ରେ ମଧ୍ୟ ବୃଦ୍ଧି କରାଯାଇଛି  ।  ମହଙ୍ଗା ଭତ୍ତା ୫୮ ରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା ।  ପିଛଲା ଭାବେ ଜାନୁଆରୀରୁ ଲାଗୁ ହେବ ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି ।   ଏହା ଦ୍ୱାରା ରାଜ୍ୟର ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ ସନଭୋଗୀ ଉପକୃତ ହେବେ ।

Spread the love

Leave a Reply

Your email address will not be published. Required fields are marked *