ଭୁବନେଶ୍ୱରର ଗାନ୍ଧି ମାର୍ଗରେ ଜାତୀୟ ପତାକା ଉତ୍ତୋଳନ

୭୦ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧି ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପରେଡ୍‌ରେ ସାମରିକ ଓ ବେସାମରିକ କ୍ଷେତ୍ରର ୫୪ଟି ଟ୍ରୁପ୍ ସାମିଲ୍ l

 

 

 

 

Spread the love