ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭ କାମନା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ଆଜି ପବିତ୍ର ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ  ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଆଉ ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ କରି ରାଜ୍ୟ ବାସୀ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Spread the love