News ଜାତୀୟ ଦେଶରେ ୩୩୭୪ କରୋନା ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି April 5, 2020April 5, 2020 Satya corona, national ଆଜି ସକାଳ ୯ଟା ସୁଦ୍ଧା ସମଗ୍ର ଦେଶରେ ୩୩୭୪ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୭୭ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । Post Views: 178 Spread the love