ଜୁନ ୧୭ ଯାଏଁ ବନ୍ଦ ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୯/୦୪:  ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବା ସହ ସବୁ ଶିକ୍ଷାନୁଷ୍ଠାନ ଜୁନ୍‌ ୧୭ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବା ପାଇଁ ଘୋଷଣା କରାଯାଇଛି। ଏହାସହ ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ଗାଡ଼ିଚଳାଚଳ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ସକାଳେ ଭିଡିଓ କନ୍‌ଫରେନ୍ସଂରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ଼ ୫ଜଣ ମନ୍ତ୍ରୀ ଯୋଗ ଦେଇଥିଲେ।।

Spread the love