ଆଜି ପୁଣି ୧୧୦ କରୋନା ପଜିଟିଭ ଚିହ୍ନଟ, ୩୨୫୦ରେ ପହଂଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଆଜି ରାଜ୍ୟରେ ପୁଣି ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆ ଯାଇଛି। ଏଥିରୁ ୯୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ଥିବାବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।
6. Nayagarh: 4
7. Bargarh: 2
8. Bhadrak: 1
9. Kalahandi: 4
10. Gajapati: 11
11. Puri: 7
12. Bolangir: 1
13. Kendrapada: 1
14. Mayurbhanj: 4
15. Koraput: 1
16. Keonjhar: 1
17. Boudh: 1New recoveries: 140
Cumulative tested: 185410
Positive: 3250
Recovered: 2133
Active cases: 1106— I & PR Department, Odisha (@IPR_Odisha) June 10, 2020
୧୧୦ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୩୩ ରହିଛନ୍ତି। ସେହିପରି କଟକ ଜିଲ୍ଲା
ରୁ ୨୦ ଥିବାବେଳେ , ରାୟଗଡା ଜିଲ୍ଲାରୁ ୪ ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ,ଝାରସୁଗୁଡା ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥିମଧ୍ୟରୁ ୧୧୦୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।