ଆଜି ରାଜ୍ୟରୁ ସୁସ୍ଥ ହେଲେ ୨୧୭ କରୋନା ଆକ୍ରାନ୍ତ

ରାଜ୍ୟରେ ଆଜି ୨୧୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୯୬, ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୁରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨, ଝାରସୁଗୁଡ଼ାରୁ ୮, ମାଲକାନଗିରିରୁ ୭, ଯାଜପୁରରୁ ୬, ଅନୁଗୁଳରୁ ୫, କଟକରୁ ୫, ଢ଼େଙ୍କାନାଳରୁ ୪, ପୁରୀରୁ ୪, ଜଗତସିଂହପୁରରୁ ୩, କେନ୍ଦ୍ରାପଡ଼ାରୁ ୨, ସୋନପୁରରୁ ୨, ବଲାଙ୍ଗୀରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ପରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୬୭୦୩କୁ ବୃଦ୍ଧି ପାଇଛି ।

Spread the love