କରୋନାରେ ଆଖି ବୁଜିଲେ ୩, ସଂଖ୍ୟା ଛୁଇଁଲା ୬୪

ରାଜ୍ୟରେ କରୋନା ଯୋଗୁ ପୁଣି ୩ ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ୩ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି।

ଗଞ୍ଜାମରେ ମୃତକଙ୍କ ସଂଖ୍ୟା ୩୯ରେ ପହଞ୍ଚିଥିବା ବେଳେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି।

Spread the love