ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ

ରାଜ୍ୟରେ ଆଉ ୫ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମ, ବାଲେଶ୍ୱର, କନ୍ଧମାଳ, ମାଲକାନଗିରି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ କରୋନାରେ ଆଖି ବୁଜିଥିବା ଜଣାଯାଇଛି।

Spread the love