୪୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୬୯୯ ପଜିଟିଭ

ରାଜ୍ୟରେ ଆଜି ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଆଜି ଅନୁଗୁଳ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮୧ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୧୦୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ଜଣ, ଗଜପତି ଜିଲ୍ଲାରୁ ୫୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୬୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୪୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୭୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୦ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୧ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୮ଜଣ ରହିଛନ୍ତି ।

Spread the love