ସୌମ୍ୟରଂଜନ ପଟ୍ଟନାୟକ କରୋନା ପଜିଟିଭ୍

ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଏନେଇ ନିଜେ ସୌମ୍ୟରଞ୍ଜନ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି।ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଆଜି ରିପୋର୍ଟ ପଜିଟିଭ ଆସିଛି। ମୁଁ ସୁସ୍ଥ ଅଛି। ହେଲେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନେ  ଡାକ୍ତରଙ୍କ ପରାମର୍ଶ କରନ୍ତୁ।

Spread the love