ବନ୍ଧୁଙ୍କ ସହ ସମୟ ବିତାଇବେ

ମେଷ: ଭାଗ୍ୟ ବୃଦ୍ଧି ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ବୃଷ:  ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମିଥୁନ:  ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

କର୍କଟ: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ସିଂହ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। 

Spread the love