ଆଜି ସୁସ୍ଥ ହେଲେ ୨୭୯୬ କରୋନା ଆକ୍ରାନ୍ତ

ଭୁବନେଶବର, 13/10: ଆଜି ଖୋର୍ଦ୍ଧ ଜିଲ୍ଲାରୁ ୫୮୨ ଜଣଙ୍କ ସମେତ ରାଜ୍ୟରେ ଆଜି ୨ ହଜାର ୭୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୯୮୮କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ଦିଆଯାଇଛି।

Spread the love