ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ସବ୍ କଲେକ୍ଟର ଅଫିସର ବରିଷ୍ଠ କିରାଣି

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସବ କଲେକ୍ଟର ଅଫିସର ବରିଷ୍ଠ କିରାଣି ଉଦୟନାଥ ଜେନାଙ୍କ ଘରେ ଚଢାଉ କରାଯାଉଛି।ଅଫିସ ସମେତ କେନ୍ଦ୍ରାପଡ଼ା ଓ ଭୁବନେଶ୍ୱରରେ ଚଢାଉ କରାଯାଉଛି। ୩ଟି ସ୍ଥାନରେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ପକ୍ଷରୁ ରେଡ୍‌ ଚାଲିଛି।

Spread the love