ପୂର୍ବତଟ ରେଳପଥ ପକ୍ଷରୁ ମହାପରିନିର୍ବାନ ଦିବସ ପାଳନ

ଭୁବନେଶ୍ୱର, ୭/୧୨: ପୂର୍ବତଟ ରେଳପଥ ପକ୍ଷରୁ ଆଜି ଏହାର ମୁଖ୍ୟାଳୟ ଭୁବନେଶ୍ୱର ସ୍ଥିତ ରେଳସଦନ ଠାରେ ଭାରତ ରତ୍ନ ବାବା ସାହେବ ଡ଼. ଭୀମରାଓ ରାମଜୀ ଆମ୍ବେଦକରଙ୍କର ୬୪ତମ ମହାପରିନିର୍ବାନ ପାଳିତ ହୋଇଯାଇଅଛି I

Spread the love