ପାଠକ ବାପ-ପୁଅଙ୍କୁ ଜାମିନ୍ ଦେଲେ ହାଇକୋର୍ଟ

 ପାଠକ ବାପ-ପୁଅଙ୍କୁ ଆଜି ହାଇକୋର୍ଟରୁ ଜାମିନ ମିଳିଛି। ଟ୍ରାଭେଲ୍ସ ବିଲ୍ ଠକେଇ ମାମଲରେ ହାଇକୋର୍ଟ ଆଜି ଦୁହିଁଙ୍କୁ ଜାମିନ ପ୍ରଦାନ କରିଛନ୍ତି । ୨ ଲକ୍ଷ ଟଙ୍କା ଏବଂ ୨ ଜାମିନଦାରଙ୍କ ବଦଳରେ ଦୁଇ ବାପ-ପୁଅଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଏହା ପୂର୍ବରୁ ବାପ-ପୁଅଙ୍କୁ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରୁ ମଧ୍ୟ ଜାମିନ୍ ମିଳିଥିଲା।

Spread the love