ପାରମିତା ଶତପଥୀ ପାଇବେ ଶାରଳା ପୁରଷ୍କାର

କଥାକାର ପାରମିତା ଶତପଥୀ ପାଇବେ ଶାରଳା ପୁରଷ୍କାର । ପାଞ୍ଚଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ । ସମାରୋହ ଆୟୋଜନ ନହୋଇ ବ୍ୟକ୍ତିଗତ ଭାବେ ଏହା ପ୍ରଦାନ କରାଯିବା । କୋଭି ଇମ୍ପାକ୍ଟ ଉପନ୍ୟାସ ଅଭିପ୍ରେତ କାଳ ପାଇଁ ଏହି ପୁରଷ୍କାର ଘୋଷଣା କରାଯିବା ପଶ୍ଚିମା ପବ୍ଲିକେଶନ ଦ୍ୱାରା ପ୍ରକାଶିତ ହୋଇଛି ଏହି ଉପନ୍ୟାସ  ଇମ୍ଫା ପରିଚାଳିତ ଇମ୍ପାକ୍ଟ ପକ୍ଷରୁ ୧୯୮୦ରୁ ଏହି ପୁରଷ୍କାର ଘୋଷଣା କରାଯାଉଛି । ବଂଶୀଧର ଲାଲା ଙ୍କୁ କଳା ଓ ସମ୍ମାନ ଖୁବ୍ ଶୀଘ୍ର ପ୍ରଦାନ କରାଯିବ । ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ । ଓଡ଼ିଆ ଶିଳ୍ପପତି ବଂଶୀଧର ପଣ୍ଡା ଓ ଇଲା ପଣ୍ଡାଙ୍କଦ୍ୱାରା ପ୍ରତିଷ୍ଠିତ ଶାରଳା ପୁରସ୍କାର ଇମ୍ଫାଗୃପଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍‌ସ ପବ୍ଲିକ୍‌ ଚାରିଟେବଲ୍‌ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୁଲ୍ୟରେ ୧୯୮୦ ମସିହାରୁ ପ୍ରଦାନ କରାଯାଇ ଆସୁଅଛି । ପୁରସ୍କାର ବିଜେତାଙ୍କୁ ପ୍ରଶସ୍ତି ପତ୍ର ଓ ଉତ୍ତରୀୟ ସହ ନଗଦ ପାଞ୍ଚ ଲକ୍ଷ ଟଙ୍କା ପ୍ରଦାନ କରାଯାଏ ।

Spread the love