ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର, ୧୪/୮: ଆଜି  ପ୍ରକାଶ ପାଇବ ଯୁକ୍ତ-୨ କଳା ଓ ଧନ୍ଦାମୂଳକ ରେଜଲ୍ଟ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। orissaresults.nic.in ରେ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ। କଳା ଓ ଧନ୍ଦାମୂଳକରେ ରାଜ୍ୟର ମୋଟ ୨ ଲକ୍ଷ ୨୧ ହଜାର ୮୬୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଦଶମ ଶ୍ରେଣୀର ବିଭିନ୍ନ ବିଷୟରେ ଛାତ୍ରଛାତ୍ରୀ ରଖିଥିବା ମାର୍କକୁ ଯୁକ୍ତ -୨ରେ ଥିବା ବିଷୟ ସହିତ ମ୍ୟାପିଂ କରାଯାଇଥିଲା । ଏହାକୁ ଭିତ୍ତି କରି ଯୁକ୍ତ-୨ ରେ ମାର୍କ ଦିଆଯାଇଛି ।

Spread the love