ନିଷ୍ଠାପର ସ୍ୱାସ୍ଥ୍ୟସେବା ପାଇଁ ପ୍ରେମଲତା ବାରିକଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ସମ୍ମାନ

ଭୁବନେଶ୍ୱର: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନିଷ୍ଠାପର କାର୍ଯ୍ୟ ପାଇଁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ସମ୍ମାନ ପାଇଲେ ପ୍ରେମଲତା ବାରିକ । କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପ୍ରେମଲତା ବାରିକଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି । ଜଗତସିଂହପୁର କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଅଛନ୍ତି ପ୍ରେମଲତା ।

Spread the love