ନଭେମ୍ବର ୯ରୁ ପୌର ନିର୍ବାଚନ ପ୍ରକ୍ରିୟା, ୧୮ତାରିଖ ମତାମତ ଦଖଲର ଶେଷ ଦିନ

ଭୁବନେଶ୍ବର ୨୫।୧୦: ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ । ନଭେମ୍ବର ୧୮ ତାରିଖ ମତାମତ ଦଖଲର ଶେଷ ଦିନ ରହିଛି । ନଭେମ୍ବର ୨୯ ତାରିଖରେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ୨୯ ନଭେମ୍ବରରୁ ୧୩ ଡିସେମ୍ବର ମଧ୍ୟରେ ବିଜ୍ଞପ୍ତି ଉପରେ ଆପତ୍ତି ଅଭିଯୋଗ ଦାଖଲ କରାଯାଇପାରିବ ବୋଲି ଦର୍ଶାଯାଇଛି ।

Spread the love