ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି

ଭୁବନେଶ୍ୱର, ୦୪/୧୨: ବିଧାନସଭାରେ ଚାଲିଛି ଶୀତକାଳୀନ ଅଧିବେସନ । ହେଲେ ମମିତା ମେହେର ହତ୍ୟା ମାମଲାକୁ ନେଇ ମନ୍ତ୍ରୀଙ୍କ ବହିସ୍କାର ଦାବି କରୁଛନ୍ତି ବିରୋଧୀ । ଏହାରି ମଧ୍ୟରେ ଅପରାହ୍ଣ ଅଧିବେସନରେ ବିରୋଧୀ ହଟ୍ଟଗୋଳ କରିଛନ୍ତି । ଯେଉଁ କାରଣରୁ ଅଧିବେସନ ଚଳାଇବା ସମ୍ଭବ ନହେବାରୁ ଗୃହକୁ ମୁଲତବୀ ରଖାଯାଇଛି । ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହକୁ ବାଚସ୍ପତି ମୁଲତବୀ ଘୋଷଣା କରିଛନ୍ତି ।

Spread the love